ଆଉ କିଛି ଘଣ୍ଟା,ରଥଯାତ୍ରା ପରେ ଚମକିବ ଏହି ୮ଟି ରାଶିର ଭାଗ୍ୟ ହୋଇଯିବେ ମାଲାମାଲ

ra3

ନମସ୍କାର ବନ୍ଧୁଗଣ,ଆପଣଙ୍କୁ ଆମ ୱେବପୋର୍ଟାଲରେ ସ୍ୱାଗତ। ବନ୍ଧୁଗଣ, ଏବର୍ଷ ରଥଯାତ୍ରା ଅତ୍ୟନ୍ତ ଶୁଭ ମୁହୂର୍ତ୍ତରେ ପଡ଼ି ସାରିଛି। ତେବେ ଏହି ରଥଯାତ୍ରାର ଏହି ପବିତ୍ର ମୁହୂର୍ତ୍ତର ପରେ ପରେ ୮ ଟି ରାଶିର ଭାଗ୍ୟରେ ବଡ଼ ଧରଣର ପରିବର୍ତ୍ତନ ଘଟିବାକୁ ଯାଉଛି। ଏହି ରାଶି ମାନେ ଉନ୍ନତିର ଶିଖର କୁ ଛୁଇଁବେ। ଏମାନଙ୍କ ଉପରେ ଶ୍ରୀ ଜଗନ୍ନାଥଙ୍କ କୃପା ବର୍ଷା ହେବ।

ମେଷ ରାଶି -ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳ ହେବେ । କର୍ତ୍ତବ୍ୟନିଷ୍ଠା ପରାୟଣା ହେଲେ ଯଶ, ମାନ-ସମ୍ମାନ ପ୍ରତିଷ୍ଠା ମିଳିବ । ଅନେକ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ । ଯାହା ଚିନ୍ତା କରିବେ ତାହା ପୂରଣ ହେବ । ଅଚାନକ ଧନ ପ୍ରାପ୍ତି ହେବ।

ବୃଷ ରାଶି -ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ପ୍ରଶଂସା ପାଇବେ । ପରିବାରରେ ଆଦରପାଇ ସୁଖଭୋଗ କରିବେ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ ।

rath

କର୍କଟ ରାଶି -ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଆର୍ଥିକ ସହାୟତାରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ ।

ସିଂହ ରାଶି – ପାରିବାରିକ ଶାନ୍ତି ବଢ଼ିବ। ନୂଆ ଯାନବାହନ କ୍ରୟ କରିବେ।କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ନୂଆ ଜ୍ଞାନର ବୃଦ୍ଧି ହେବ । ପ୍ରେମୀକ ପ୍ରେମିକାଙ୍କ ମିଳନ ହେବ ।

ବିଛା ରାଶି -ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ । ବିଦେଶ ଯାତ୍ରାରେ ଲାଭବାନ ହେବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଗୃହରେ ମାଙ୍ଗଳିକ ଶୁଭକାର୍ଯ୍ୟ ମଧ୍ୟ କରିପାରିବେ ।

ମକର ରାଶି -ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ ।

rathaa2

କୁମ୍ଭ ରାଶି -ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ । କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପରିବାରରେ ସୁଖ-ଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ ।

ମୀନ ରାଶି -ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ଅଚାନକ ଧନ ପ୍ରାପ୍ତି ହେବ।

ବନ୍ଧୁଗଣ ଆମେ ଆପଣମାନଙ୍କ ପାଇଁ ଏଭଳି ରାଶିଫଳ, ଓଡ଼ିଆ ଖବର, ବାସ୍ତୁ ବିଚାର, ସ୍ୱାସ୍ଥ୍ୟ ଚିକିତ୍ସା,ମନୋରଞ୍ଜନ ଭିତ୍ତିକ ଆର୍ଟିକିଲ ଆଣିଦେଇଥାଉ ଏଭଳି ଖବର ସବୁବେଳେ ପଢିବା ପାଇଁ ଆମ ଫେସବୁକ ପେଜ୍ କୁ ଲାଇକ ଏବଂ ଫଲୋ ନିଶ୍ଚିତ କରନ୍ତୁ ଧନ୍ୟବାଦ।

Leave a Reply

Your email address will not be published. Required fields are marked *