ବୃହସ୍ପତି ଙ୍କ ଶୁଭ ଦୃଷ୍ଟିରୁ ୫୧ ବର୍ଷ ପରେ ଚମକିବ ଏହି ୪ଟି ରାଶିର ଭାଗ୍ୟ,ଘରେ ହେବ ଧନବର୍ଷା |

rasi

ଆଜିଠାରୁ ଗୁରୁ ବୃହସ୍ପତି ସିଂହ ରାଶି କୁ ଚଳନ କରିଛନ୍ତି ଯାହା ଫଳରେ ୪ଟି ରାଶି ଉପରେ ବୃହସ୍ପତିଙ୍କର ଶୁଭ ଦୃଷ୍ଟି ରହିଛି। ଏହି ବ୍ୟକ୍ତି ମାନେ ଚଳିତ ସପ୍ତାହରେ ଧନ ଲାଭ କରିବେ। ବ୍ୟବସାୟରେ ଉନ୍ନତି କରିବେ। ଦୀର୍ଘ ୫୧ ବର୍ଷ ପରେ ଘଟିବାକୁ ଯାଉଛି ଏହି ଶୁଭ ଘଟଣା।ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବା ସାଙ୍ଗକୁ ପରିବାରରେ ଶାନ୍ତି ମଧ୍ୟ ଫେରିଆସିବ । ଆତ୍ମୀୟ ଓ ମିତ୍ରମାନଙ୍କ ସାହାଯ୍ୟ ସହଯୋଗ ନେଇ କାର୍ଯ୍ୟ ହାସଲ କରିବେ । ଶିଳ୍ପ, ବାଣିଜ୍ୟ, ଯାତ୍ରା, ରାଜନୀତି, ପ୍ରଶାସନକ୍ଷେତ୍ରରେ ସମସ୍ୟାକୁ ସୁଧାରି ନେବେ । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରେ ଆସିବେ । ନୂତନ କର୍ମାରମ୍ଭ କ୍ଷେତ୍ରରେ ଖର୍ଚ୍ଚଭାର କ୍ରମଶଃ ବୃଦ୍ଧି ପାଇ ଋଣଗ୍ରସ୍ତ ହେବାକୁ ପଡ଼ିବ । ହଠାତ୍ କାହାର ଡାକରା ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ଯାହାଫଳରେ ଆପଣଙ୍କ ମନ ପ୍ରସନ୍ନ ରହିବ । ଜମିଜମା କିଣାବିକା ବାବଦରେ ରହିଥିବା ସମସ୍ୟା ଦୂରୀଭୂତ ହୋଇଯିବ । ଆଜି ଦିନ ମଧ୍ୟରେ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ।

rasi

କର୍ମକ୍ଷେତ୍ରରେ ବିନୟପୂର୍ଣ୍ଣ ବ୍ୟବହାର ଦ୍ୱାରା କାମ ହାସଲ କରିପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ ମାପିଚୁପି ଚଳିଲେ ଭଲ ନତୁବା ଆକସ୍ମିକ ଭାବରେ କଳହ ଲାଗିପାରେ । ବିଶେଷ କାମରେ ମିତ୍ରଙ୍କ ଠାରୁ ବଢ଼ିଆ ପରାମର୍ଶ ପାଇବେ । ବ୍ୟବସାୟରେ ଉନ୍ନତି ପାଇଁ ଯଥେଷ୍ଟ ଧ୍ୟାନ ଦେବେ । ବ୍ୟବସାୟରେ ସୁଧାର ଆସିବ । ଅଫିସ୍‌ କାମର ଚାପ ପ୍ରଭାବରୁ ଟେନ୍‌ସନ କିିଛି ମାତ୍ରାରେ ଲାଗି ରହିବ । ସରକାରୀ ସ୍ତରରୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନରେ ପାଇପାରନ୍ତି । ଆଧ୍ୟାତ୍ମିକତା ପ୍ରତି ରୁଚି, ଧ୍ୟାନ ତଥା ଜପ ଆପଣଙ୍କୁ ଉଚିତ ମାର୍ଗକୁ ନେଇପାରିବ । ପରିବାରରେ ସମସ୍ୟା ଭିତରେ ଗତିକଲେ ମଧ୍ୟ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ ।

 

ମନ ଭଲ ନ ଥିବା କାରଣରୁ ସାଧାରଣ କଥାକୁ କେନ୍ଦ୍ର କରି ମନରେ ଅସ୍ଥିରତା ଲାଗି ରହିବ । କର୍ମକ୍ଷେତ୍ରରେ ବ୍ୟତିକ୍ରମ ଯୋଗୁଁ ସହକର୍ମୀଙ୍କ ସହ ସାମୟିକ ମନାନ୍ତର ସୃଷ୍ଟି ହୋଇପାରେ । ବ୍ୟବସାୟ, ବାଣିଜ୍ୟରେ ସ୍ଥିତି ଭଲ ରହିବ । କୌଣସି କ୍ଷେତ୍ରରେ ପୁଞ୍ଜିଲଗାଣ ପାଇଁ ମନ ବଳାଇବେ । ଅଫିସରେ ଉଚ୍ଚପଦାଧିକାରୀଙ୍କ ପରିବର୍ତ୍ତିତ ମନୋଭାବ କରଣରୁ ଆପଣଙ୍କ ସମ୍ୟକ ହଇରାଣରେ ପଡ଼ିପାରନ୍ତି । ସାମାଜିକ ସ୍ତରରେ ପୁରୁଣା ସମସ୍ୟାଗୁଡିକ ତୁଟି ଯାଇଥିଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖା ଦେବ । ରାଜନୀତି, ପ୍ରଶାସନ, ଆନୁଷ୍ଠାନିକ କାର୍ଯ୍ୟ ସକାଶେ କୌଣସି ଅସୁବିଧା ହେବନାହିଁ । ଆଶା ଓ ବିଶ୍ୱାସ ନେଇ ବନ୍ଧୁଙ୍କ ପ୍ରହେଳିକାପୂର୍ଣ୍ଣ କଥା ଶୁଣି ମରୀଚିକା ପଛରେ ଦୌଡ଼ିପାରନ୍ତି । ପରିବାରରେ ସୁଖଦମୟ ବାତାବରଣ ମଧ୍ୟରେ ଦିନଟି ଅତିବାହିତ କରିବେ।

Astrology

ଶତୃ ପରାଜିତ ହେବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଦାମ୍ପତ୍ୟ ଜୀବନରେ ସୁଖ ବୃଦ୍ଧି ହେବ। ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳହେବେ। ତେବେ ଏହି ଭାଗ୍ୟଶାଳୀ ୪ଟି ରାଶି ହେଉଛନ୍ତି ମେଷ ମକର,କୁମ୍ଭ,ମୀନ। ଆପଣଙ୍କ ରାଶିରେ ଗୁରୁ ବୃହସ୍ପତିଯୋଗ ରହିଛି ଆପଣ ସବୁ କ୍ଷେତ୍ରରେ ଏହି ସପ୍ତାହରେ ବିଜେତା ହେବେ।

ଆମେ ଆପଣଙ୍କ ପାଇଁ ଏମିତି ରାଶିଫଳ ଖବର ପ୍ରତିଦିନ ଆଣିଥାଉ।ଏହି ପୋଷ୍ଟ ଆପଣଙ୍କୁ କିପରି ଲାଗିଲା, ଦୟାକରି ତଳେ କମେଣ୍ଟ କରନ୍ତୁ। ଏହି ପୋଷ୍ଟକୁ ନିଶ୍ଚୟ ସେୟାର୍ କରନ୍ତୁ ଏବଂ ଏହିଭଳି ଖବର ଜାଣିବା ପାଇଁ ଆମ ପେଜ୍ କୁ ଲାଇକ ଏବଂ ଫଲୋ କରିଦିଅନ୍ତୁ।

Leave a Reply

Your email address will not be published. Required fields are marked *