ଆପଣଙ୍କ ଖୁସିର ସମୟ ଆସିଗଲା ଆଜିଠାରୁ ବଦଳିବ ଏହି ୩ଟି ରାଶିର ଭାଗ୍ୟ

rashi

ନମସ୍କାର ବନ୍ଧୁଗଣ ଆପଣଙ୍କୁ ଆମ ୱେବପୋର୍ଟାଲରେ ସ୍ୱାଗତ। ବନ୍ଧୁମାନେ,ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଭାଗ୍ୟର ପରିବର୍ତ୍ତନରେ ଗ୍ରହ ନକ୍ଷତ୍ର ମାନଙ୍କ ଚଳନର ବଡ଼ ଭୂମିକା ରହିଥାଏ।କୌଣସି ବ୍ୟକ୍ତିଙ୍କ ଉନ୍ନତି ଏବଂ ଅବନତି ଗ୍ରହ ମାନଙ୍କ ପ୍ରଭାବ ଉପରେ ନିର୍ଭର କରେ।

ଧନୁ:-ଶାରୀରିକ କଷ୍ଟ ଦୂର ହେବ । ନିଜର ଚତୁରତା ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇପାରିବେ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇ ପାରିବେ । ବିଳାସବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ପରକଥାରେ ପଡି ପରିବାରରେ କଳହ ସୃଷ୍ଟି ହୋଇପାରେ । ଆର୍ଥିକସ୍ଥିତିକୁ ସୁଧାରିପାରିବେ କିନ୍ତୁ ଅହଂକାରକୁ ତ୍ୟାଗ କରିବାକୁ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

rashi

କୁମ୍ଭ:- ଶତୃ ପରାଜିତ ହେବେ । ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । ନୂଆ ଚାକିରୀ ହେବାର ସୁଯୋଗ ମିଳିବ । ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ପାଇବେ । ଜଗାଜମି, ଗୃହ ଉପକରଣ କ୍ରୟ କରିବେ । ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ ।

ମୀନ:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । ବ୍ୟାପାର ବାଣିଜ୍ୟ ଓ କାମକାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା ସତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରି ପାରିବେ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ବ୍ୟବସାୟୀମାନଙ୍କର ଲାଭ ଅଧିକ ହେବା ଫଳରେ ମନ ଖୁସି ରହିବ । ଛାତ୍ର ଛାତ୍ରୀମାନେ ଖେଳ, କୁଦ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ ।

ତେବେ ବନ୍ଧୁମାନେ ଆମେ ଆଶା କରୁଛୁ ଯେ ଆପଣଙ୍କୁ ଏହି ଲେଖା ଟି ପସନ୍ଦ ଆସିଥିବ ତେବେ ଏହାକୁ ଗୋଟିଏ ସେୟାର କରି ଦିଅନ୍ତୁ କାରଣ ଜ୍ଞାନ ବାଣ୍ଟିବା ଦ୍ୱାରା ବଢ଼ିଥାଏ। ଏଭଳି ଅଧିକ ପୋଷ୍ଟ ପାଇଁ ଆମ ପେଜ୍ କୁ ଲାଇକ ଫଲୋ କରିଦିଅନ୍ତୁ।ଧନ୍ୟବାଦ।

Leave a Reply

Your email address will not be published. Required fields are marked *