ଆଜି ଓଡିଶାରେ ସୁନା ରେଟ କମିଗଲା ବହୁତ : ଆଜି ଓଡିଶାରେ ରେଟ ଅଛି ମାତ୍ର ଏତିକି

gg0go

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ବହୁତ ବହୁତ ସ୍ୱାଗତ କରୁଛୁ । ବନ୍ଧୁଗଣ ଆଜିବି ପୁଣି ସୁନା ଏବଂ ରୂପା ଦରରେ ହ୍ରାସ ଦେଖିବା ପାଇଁ ମିଳିଛି ତେବେ କେତେ ଟଙ୍କା ହ୍ରାସ ହୋଇଛି ତଥା ଏହା ସହିକ ଆମ ରାଜଧାନୀ ଭୁବନେଶ୍ୱର ରେ କଣ ରହିଛି ନୂଆ ଦର ତେବେ ଆପଣ ମାନେ କିଣିବା ପାଇଁ କେତେ ଟଙ୍କା ଦେଇ କିଣି ପାରିବେ ସଂମ୍ପର୍ଣ୍ଣ ଅପଡେଟ୍ ଜାଣିବା ପାଇଁ ହେଲେ ଆପଣ ମାନେ ଏଠାରେ ପୋଷ୍ଟ କୁ ନିଶ୍ଚିତ ଭାବେ ଶେଷ ପର୍ଯ୍ୟନ୍ତ ପଢନ୍ତୁ ।

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୬,୮୭୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୮୭୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୯୨୦ ଓ ୪୯,୧୩୦ ଟଙ୍କା ହୋଇଛି।

gold

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୮୭୦ ଟଙ୍କା ଓ ୪୭,୮୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୮୫୦ ଟଙ୍କା ଓ ୫୧,୧୧୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୦୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୧୬୦ ଟଙ୍କା ଥିବା ରେକର୍ଡ ହୋଇଛି ।

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୨୫୦ ଟଙ୍କା ଓ ୪୯,୯୫୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୂପା ମୂଲ୍ୟ ଗ୍ରାମ ପ୍ରତି ୪୦୦ ଟଙ୍କା ବଢ଼ିଛି। ଆଜି ରୂପା କିଲୋଗ୍ରାମ ପ୍ରତି ୬୭, ୫୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

ଏହି ଭଳି ପୋଷ୍ଟ ସବୁବେଳେ ପଢିବା ପାଇଁ ଏବେ ହିଁ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ , ଏବଂ ଏହି ପୋଷ୍ଟକୁ ସେୟାର କରି ସମସ୍ତଙ୍କ ପାଖେ ପହଞ୍ଚାଇବା ରେ ସାହାଯ୍ୟ କରନ୍ତୁ ।

Leave a Reply

Your email address will not be published. Required fields are marked *