Odia Astrology – ମହାଦେବଙ୍କ କୃପାରୁ ଆଜିଠାରୁ ୨୫ବର୍ଷ ଯାଏ ଏହି ୩ଟି ରାଶିରେ ହେବ ଧନବର୍ଷା

mahadev

ନମସ୍କାର ବନ୍ଧୁଗଣ ଆପଣଙ୍କୁ ଆମ ୱେବପୋର୍ଟାଲରେ ସ୍ୱାଗତ। ବନ୍ଧୁଗଣ,ଭଗବାନ ଶିବ ନିଜ ଭକ୍ତଙ୍କ ସମସ୍ତ ଦୁଃଖ ଦୁର୍ବିଧା ଯଥା ଶୀଘ୍ର ଦୂର କରିଥାନ୍ତି। ତେବେ ୩ଟି ରାଶି ଉପରେ ବୃହସ୍ପତି ଏବଂ ଚନ୍ଦ୍ରଙ୍କ ମିଳିତ ପ୍ରଭାବ ପଡ଼ିବାକୁ ଯାଉଛି ଯାହା କି ଦୀର୍ଘ ୨୫ ବର୍ଷ ରହିବ। ଏହି ରାଶିର ଲୋକମାନେ ବଡ଼ ସଫଳତା ପାଇବାକୁ ଯାଉଛନ୍ତି।ତେବେ ଆସନ୍ତୁ ଜାଣିବା ଏହି ଭାଗ୍ୟଶାଳୀ ରାଶି ଗୁଡିକ ବିଷୟରେ।

କର୍କଟ ରାଶି – ଧନର ଅଭାବ ରହିବ ନାହିଁ। ବିଦ୍ୟା କ୍ଷେତ୍ରରେ ଉନ୍ନତି କରିବେ। ନୂତନ ଯାନବାହନ କ୍ରୟ କରିବେ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ବାଦବିବାଦ, ପ୍ରତିଯୋଗୀତାପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।

ras

କନ୍ୟା ରାଶି – ଗୃହ ନିର୍ମାଣ ଯୋଗ ରହିଛି।ନୂଆ ବ୍ୟବସାୟ ଆରମ୍ଭ କରିବେ। ଧନ ବୃଦ୍ଧି ହେବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ ।

ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଓ ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ ।

ମୀନ ରାଶି – ଅଚାନକ ଧନ ପ୍ରାପ୍ତି ହେବ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। କାରବାର ଓ କାମ-କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ ।

rasi

ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ । ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ । ପରିଶ୍ରମ ଦ୍ଵାରା ବ୍ୟବସାୟ ବଢିବ । ରାଜନୀତିରେ ସଫଳତା ମିଳିବ । ବନ୍ଧୁ ପରିବାର ଠାରୁ ସୁଖ ମିଳିବ । ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ । ବିରୋଧୀମାନେ ହଇରାଣ ହେବେ ।

ତେବେ ବନ୍ଧୁମାନେ ଆମେ ଆଶା କରୁଛୁ ଯେ ଆପଣଙ୍କୁ ଏହି ଲେଖା ଟି ପସନ୍ଦ ଆସିଥିବ ତେବେ ଏହାକୁ ଗୋଟିଏ ସେୟାର କରି ଦିଅନ୍ତୁ କାରଣ ଜ୍ଞାନ ବାଣ୍ଟିବା ଦ୍ୱାରା ବଢ଼ିଥାଏ। ଏଭଳି ଅଧିକ ପୋଷ୍ଟ ପାଇଁ ଆମ ପେଜ୍ କୁ ଲାଇକ ଏବଂ ଫଲୋ କରିଦିଅନ୍ତୁ।ଧନ୍ୟବାଦ।

Leave a Reply

Your email address will not be published. Required fields are marked *