ଭିକାରୀ ଭଳି ବହୁତ ବଞ୍ଚିଲେ,ଦୀର୍ଘ ୧୨ବର୍ଷ ପରେ ଆଜିଠାରୁ ଏହି ୬ଟି ରାଶିର ଚମକିବ ଭାଗ୍ୟ

rashi

ନମସ୍କାର ବନ୍ଧୁଗଣ ଆପଣଙ୍କୁ ଆମ ୱେବପୋର୍ଟାଲରେ ସ୍ୱାଗତ। ବନ୍ଧୁଗଣ,ମହାଦେବଙ୍କ କୃପାରୁ ଚନ୍ଦ୍ରଙ୍କ ପ୍ରଭାବରୁ ଏହି ୬ଟି ରାଶିର ଭାଗ୍ୟ ଆଜିଠାରୁ ବଦଳିବାକୁ ଯାଉଛି। ଏହି ରାଶି ମାନେ ଅର୍ଥ ଅଭାବ, ରୋଗ ସମସ୍ୟା, ପାରିବାରିକ କଳହ ମଧ୍ୟରେ ବହୁତ ଦିନ ବଞ୍ଚିଲେ ଏବେ ଏମାନଙ୍କ ଶୁଭ ସମୟ ଆସିଯାଇଛି।

ଏମାନଙ୍କୁ ସଫଳତା ଠାରୁ କେହି ମଧ୍ୟ ରୋକି ପାରିବେ ନାହିଁ।ବୃହସ୍ପତି ଏବଂ ଚନ୍ଦ୍ରଙ୍କ ଶୁଭ ପ୍ରଭାବ ହେତୁ ଏହି ରାଶି ମାନେ ବ୍ୟବସାୟ,ବିଦ୍ୟା କ୍ଷେତ୍ରରେ ଖୁବ ଉନ୍ନତି କରିବେ। ତେବେ ଆସନ୍ତୁ ଜାଣିବା ଏହି ଭାଗ୍ୟଶାଳୀ ରାଶି ଗୁଡିକ ବିଷୟରେ।

ମୀନ ରାଶି – ଅଚାନକ ଧନ ପ୍ରାପ୍ତି ହେବ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। କାରବାର ଓ କାମ-କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ । ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ ।

astrolog

କୁମ୍ଭ ରାଶି – ଶୁଭ କାମ କରି ପ୍ରଶଂସିତ ହେବେ । ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇ ଯିବେ । କାର୍ଯ୍ୟକ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଓ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ ।

ମକର ରାଶି- ନ୍ୟାୟମାର୍ଗ ଓ ମିଷ୍ଟ ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ । ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ ।

କନ୍ୟା ରାଶି – ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ରାଜନୀତି କାର୍ଯ୍ୟରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ପାରିବାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହେବ ।

rashi

ସିଂହ ରାଶି – ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ । ଶିକ୍ଷାର୍ଥୀମାନେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ ।

ମେଷ ରାଶି – ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ । ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ । ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । ଭଲ କାମ କରି ସୁଖରେ ଦିନଟି ବିତାଇବେ ।

ତେବେ ବନ୍ଧୁଗଣ ଆମେ ଆଶା କରୁଛୁ ଯେ ଆପଣଙ୍କୁ ଏହି ଲେଖା ପସନ୍ଦ ଆସିଥିବ ଏଭଳି ଅଧିକ ପୋଷ୍ଟ ସର୍ବପ୍ରଥମେ ଦେଖିବା ପାଇଁ ତଳେ ଆମ ପେଜ୍ କୁ ଲାଇକ କରନ୍ତୁ ଧନ୍ୟବାଦ।

Leave a Reply

Your email address will not be published. Required fields are marked *