ଆଜିଠାରୁ ମାତା ଲକ୍ଷ୍ମୀଙ୍କ କୃପାରୁ ଚମକିବ ଏହି ୪ଟି ରାଶିର ଭାଗ୍ୟ, ମିଳିବ ପ୍ରଚୁର ଧନ I

rasi

ନମସ୍କାର ବନ୍ଧୁଗଣ ଆପଣଙ୍କୁ ଆମ ୱେବପୋର୍ଟାଲରେ ସ୍ୱାଗତ। ବନ୍ଧୁଗଣ, ଜ୍ୟୋତିଷଶାସ୍ତ୍ର ଅନୁସାରେ ଗ୍ରହ ନକ୍ଷତ୍ର ମାନଙ୍କ ପ୍ରଭାବ ମନୁଷ୍ୟ ଜୀବନ ଉପରେ ରହିଥାଏ।ଗ୍ରହ-ନକ୍ଷତ୍ରଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତେବେ ମାତା ଲକ୍ଷ୍ମୀଙ୍କ କୃପାରୁ ୪ଟି ରାଶିର ଭାଗ୍ୟ ଚମକିବାକୁ ଯାଉଛି। ତେବେ ଆସନ୍ତୁ ଜାଣିବା ଏହି ଭାଗ୍ୟଶାଳୀ ରାଶି ମାନଙ୍କ ବିଷୟରେ।

rashi

ମେଷ ରାଶି – ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବା ଫଳରେ ମନ ଆନନ୍ଦ ରହିବ । ରାଶିରେ ଚତୁର୍ଥସ୍ଥ ଗ୍ରହ ପ୍ରଭାବରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧୁରିଯିବ । ଦୀର୍ଘ ଦିନରୁ ଲାଗିଥିବା ଆରଥି ସମ୍ବନ୍ଧୀୟ ସମସ୍ୟାରୁ ମୁକ୍ତି ପାଇପାରିବେ । ବ୍ୟବସାୟ ବାଣିଜ୍ୟରେ କାରବାର ଭଲ ରହିବ । ଅଫିସରେ ସହକର୍ମୀଙ୍କ ସହ ସମ୍ପର୍କ ଭଲ ରହିବ । ଉଚ୍ଚାଧିକାରୀଙ୍କ ସହ ସମ୍ପର୍କ ଭଲ ରହିବ ।

ସିଂହ ରାଶି – ସାମାଜିକ କ୍ଷେତ୍ରରେ କେତେକ ଗୁରୁତ୍ଵ କାର୍ଯ୍ୟ ସମ୍ପାଦନ କରିବା ନିମନ୍ତେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହ ଦେଖାସାକ୍ଷାତ କରିବେ । ଆର୍ଥିକ କାରବାରକୁ ନେଇ ନିକଟ ସମ୍ପର୍କୀୟଙ୍କ ସହ ସାମୟିକ ମନାନ୍ତର ଦେଖାଦେଇପାରେ । ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେବାର ଆଶଙ୍କା ରହିଛି । ପାରିବାରିକ କ୍ଷେତ୍ରରେ ପରସ୍ପର ମଧ୍ୟରେ ସ୍ନେହ, ଶ୍ରାଦ୍ଧ ଅତୁଟ ରହିବ । ବୈବାହିକ ଜୀବନରେ ଉତ୍ତମ ବୁଝାମୁଣା ରହିବ ।

Astrology

ତୁଳା ରାଶି – ପ୍ରଶାସନିକ ସ୍ତରରେ ଅନ୍ୟମାନଙ୍କୁ ନିଜ କାମରେ ସହଭାଗିତା କରାଇପାରିବେ । ପରିବାରର ସହଯୋଗ ସ୍ଥଗିତ କାମକୁ ତ୍ୱରାନ୍ୱିତ କରିବାରେ ସାହାଯ୍ୟ କରିବ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ ।ବ୍ୟବସାୟୀମାନେ ନଗଦ କାରବାର କରିଲେ ଅଧିକ ଲାଭପ୍ରଦ ହେବେ । ସହକର୍ମୀଙ୍କ ସହଯୋଗରେ ସମାଜରେ ମାନସମ୍ମାନ ବୃଦ୍ଧି ପାଇବ । ଆର୍ଥିକ ସ୍ଥିତିରେ ସୁଧାର ଆସିବା ସହ ବୈବାହିକ ସମ୍ପର୍କ ମଜବୁତ ରହିବ ।

ଧନୁରାଶି -ବ୍ୟବସାୟ ବାଣିଜ୍ୟରେ ସନ୍ତୋଷଜନକ ପରିଣାମ ପାଇବା ଲାଗି ଏକାଗ୍ର ଚିତ୍ତରେ କାମ କରନ୍ତୁ । ଅଫିସରେ ଦୁଃସାହିକ ପଦକ୍ଷେପ ନେଇ ଉଚ୍ଚପ୍ରଶଂସିତ ହେବ । ଆଲୋଚନା ପରିସରରେ ଭାଗନେଇ ବନ୍ଧୁଙ୍କ ପରାମର୍ଶକୁ ଗ୍ରହଣ କରି ଉପକୃତ ହେବେ । ଆନୁଷ୍ଠାନିକ କ୍ଷେତ୍ରରେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ ।ତେବେ ବନ୍ଧୁମାନେ ଆମେ ଆଶା କରୁଛୁ ଯେ ଆପଣଙ୍କୁ ଏହି ଲେଖା ଟି ପସନ୍ଦ ଆସିଥିବ ତେବେ ଏହାକୁ ଗୋଟିଏ ସେୟାର କରି ଦିଅନ୍ତୁ କାରଣ ଜ୍ଞାନ ବାଣ୍ଟିବା ଦ୍ୱାରା ବଢ଼ିଥାଏ। ଏଭଳି ଅଧିକ ପୋଷ୍ଟ ପାଇଁ ତଳେ ଆମ ପେଜ୍ କୁ ଲାଇକ କରିଦିଅନ୍ତୁ।ଧନ୍ୟବାଦ।

Leave a Reply

Your email address will not be published. Required fields are marked *