ନମସ୍କାର ବନ୍ଧୁଗଣ, ଆପଣଙ୍କୁ ଆମ ୱେବପୋର୍ଟାଲରେ ସ୍ୱାଗତ। ବନ୍ଧୁଗଣ, ଆଜିଠାରୁ ଭଗବାନ ଶିବଙ୍କ କୃପାରୁ ୪ଟି ରାଶିର ଭାଗ୍ୟ ଚମକିବାକୁ ଯାଉଛି। ଆଜିଠାରୁ ବୃହସ୍ପତି ଏବଂ ଚନ୍ଦ୍ରଙ୍କ ପ୍ରଭାବରୁ ଏହି ରାଶି ମାନଙ୍କର ଭାଗ୍ୟ ର ଉଦୟ ହେବାକୁ ଯାଉଛି। ତେବେ ଆସନ୍ତୁ ଜାଣିବା ଏହି ଭାଗ୍ୟଶାଳୀ ରାଶି ମାନଙ୍କ ବିଷୟରେ।
ମେଷ ରାଶି – ସରକାରୀ କାମରେ ସଫଳତା ମିଳିବ । ଦୂରଯାତ୍ରାର ସୁଯୋଗ ପାଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ଛାତ୍ରଛାତ୍ରୀ ମାନେ ପାଠ ପଢ଼ାରେ ମନଯୋଗ ଦେବେ । ରାଜନୀତିରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ଉନ୍ନତି ହେବ । କୌଣସି ପୁରାତନ ରୋଗରୁ ମୁକ୍ତି ମିଳିବ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ।

ମିଥୁନ ରାଶି – ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ । ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଧନର ଆଗମନ ହୋଇପାରେ । ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ । କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ । ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ । ଆୟବୃଦ୍ଧି, ଋଣମୁକ୍ତି, ଲୋକ ସମ୍ପର୍କ ବୃଦ୍ଧି ହେବ ।
ମକର ରାଶି – ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । କର୍ମଚାରୀମାନଙ୍କର ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବ । ନୂତନ କର୍ମ ନିଯୁକ୍ତି ପାଇବେ ଓ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ଆର୍ଥିକ ଗତିବିଧିରେ ବ୍ୟସ୍ତ ରହି ପ୍ରଚୁର ଅର୍ଥ ଲାଭହେବ । ପଢ଼ା ପଢ଼ିରେ ମନଯୋଗ ଦେଇ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ । ପ୍ରେମିକ ପ୍ରେମିକାମାନେ ଯୋଗାଯୋଗ କରିବାର ସୁବିଧା ସୁଯୋଗ ପାଇ ଖୁସିହେବେ ।

ମୀନ ରାଶି – ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ପାରିବାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହେବ । କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ । ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକଠାରୁ କିଛି ଅର୍ଥ ଆଦାୟହେବ । ରାଜନୀତି କାର୍ଯ୍ୟରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ ।
ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହୋଇ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ତେବେ ବନ୍ଧୁଗଣ ଆମେ ଆଶା କରୁଛୁ ଯେ ଆପଣଙ୍କୁ ଏହି ଲେଖାଟି ପସନ୍ଦ ଆସିଥିବ,ଏହାକୁ ନିଜ ବନ୍ଧୁ ପରିଜନଙ୍କ ସହିତ ସେୟାର କରନ୍ତୁ ଏବଂ ତଳେ ଆମ ପେଜ୍ କୁ ଲାଇକ କରିଦିଅନ୍ତୁ।ଧନ୍ୟବାଦ।