୨୦୦ ବର୍ଷ ପରେ କେତୁ ଶୁକ୍ର ଏକାଠି। ଶୁକ୍ର ଗ୍ରହ ଙ୍କ କୃପାରୁ ୪ଟି ରାଶିରେ ଘଟିବ ଅଦ୍ଭୂତପୂର୍ବ ସଫଳତା |

4 rashi

ଏହି ରାଶି ଗୁଡିକ ଉପରେ ଦୈତ୍ୟ ଗୁରୁ ଶୁକ୍ରାଚାର୍ଯ୍ୟ ଙ୍କ ପ୍ରଭାବ ଆଗାମୀ ସପ୍ତାହ ପର୍ଯ୍ୟନ୍ତ ରହିବାକୁ ଯାଉଛି। ଅତୀତ ଘଟଣାବଳୀକୁ ବାରମ୍ବାର ମନେ ପକାଇ ଅନ୍ୟମନସ୍କ ହୋଇପାରନ୍ତି; ଯାହାଫଳରେ ବ୍ୟବସାୟ ବାଣିଜ୍ୟ ଧିମା ହୋଇପାରେ ଏବଂ କର୍ମକ୍ଷେତ୍ର ପ୍ରତି ଉଦାସୀନ ରହିଲେ ସମାଲୋଚିତ ହୋଇପାରନ୍ତି । ମାନସିକ ଦୁଶ୍ଚିନ୍ତାଜନିତ ପରିବାରରେ ସାଧାରଣ ଘଟଣାକୁ କେନ୍ଦ୍ରକରି ଅଶାନ୍ତି ଉପୁଜିପାରେ । ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିପାରନ୍ତି।ତେବେ ଆର୍ଥିକ ଏବଂ କଳା ଦୃଷ୍ଟି ରୁ ଆପଣ ସୁରକ୍ଷିତ ରହିବେ।

ମେଷ ରାଶି ; ସାମାଜିକ ସ୍ତରରେ ଖ୍ୟାତି ହେବ । କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ । ପ୍ରତିଦ୍ୱନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ପାଇବେ । ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧିହେବ । ପୈତୃକ ସମ୍ପତ୍ତିକୁ ନେଇ ସମସ୍ୟା ଥିଲେ ସମାଧାନ କରି ପାରିବେ । ପ୍ରେମିକ ପ୍ରେମିକାମାନେ ବୁଲିଯିବାର ସୁଯୋଗ ପାଇବେ । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବାକୁ ପଡିବ ।ଆର୍ଥିକ ଦୃଷ୍ଟି କୋଣରୁ ଆପଣଙ୍କ ପାଇଁ ଭଲ ରହିଲେ ମଧ୍ୟ କେତେକ କ୍ଷେତ୍ରରେ ବିବାଦୀୟ ପରିସ୍ଥିତିର ସମ୍ମୁଖୀନ କରିବାକୁ ପଡିପାରେ ।

rasi

ମିଥୁନ ରାଶି ; କର୍ମକ୍ଷେତ୍ରରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ । ବ୍ୟବସାୟର ଉନ୍ନତି କରିବା ପାଇଁ ଚେଷ୍ଟା କରିବେ ଓ ସଫଳ ମଧ୍ୟ ହେବେ । ଅଫିସର ଆପଣଙ୍କ ଯେତେ ଭଲ କାର୍ଯ୍ୟ କରିଲେ ମଧ୍ୟ ନିଜ କାର୍ଯ୍ୟକୁ ନେଇ କୈୟିଫତ୍ ଦେବାକୁ ପଡିବ । ଇଚ୍ଛା ନ ଥାଇ ମଧ୍ୟ ପରିସ୍ଥିତିରେ ପଡି ଅନାବଶ୍ୟକ ଅର୍ଥବ୍ୟୟ କରିବାକୁ ବାଧ୍ୟ ହୋଇପାରନ୍ତି । କ୍ରୀଡା, ସାହିତ୍ୟ, ସଙ୍ଗୀତ, କଳା, ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହୋଇଯିବ । ଅନ୍ୟର ବିବାଦୀୟ ଘଟନାରେ ମୁଣ୍ଡ ପୁରନ୍ତୁ ନାହିଁ । ଦାମ୍ପତ୍ୟଜୀବନ ସୁଖମୟ ରହିବ କିନ୍ତୁ ଶାରୀରିକ ଦୁର୍ବଳତା ଯୋଗୁ କୌଣସି କାମ କରିବାକୁ ଆଗ୍ରହ ପ୍ରକାଶ କରିବେ ନାହିଁ ।

କର୍କଟ ରାଶି ; କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଦେଖା ଦେବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । ଉତ୍ତମ ରୋଜଗାର ହେବ । ଶତୃ, ରୋଗ, ଋଣରୁ ମୁକ୍ତି ହେବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ନୂତନକର୍ମ ନିଯୁକ୍ତିରେ ସଫଳ ହେବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ରେ ଭଲଲାଭ ପାଇବେ । ବିଦ୍ୟାକ୍ଷେତ୍ରରେ ନୂତନ ଦିଗନ୍ତ ସୃଷ୍ଟିକରି ଚର୍ଚ୍ଚିତ ହେବେ ।

rasi

କୁମ୍ଭ ରାଶି ; ଦୂରଯାତ୍ରାରେ କାର୍ଯ୍ୟ ପୂରଣ କରି ଆୟରସ୍ରୋତ ଖୋଲିଯିବ । କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବା ଫଳରେ ପଦୋନ୍ନତି ସହ ନୂତନ କର୍ମପ୍ରାପ୍ତି ହେବ । ବ୍ୟବସାୟିକ ସଫଳତା ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ପୁରାତନ ରୋଗର ଉପଶମ ହୋଇଯିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ ।

ସାମାଜିକ ପ୍ରତିଷ୍ଠା ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ । ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ । କ୍ୟାରିଅରରେ ଉନ୍ନତି ଲାଗି ନୂଆ ପରାମର୍ଶ ମିଳିପାରେ । ଆନୁଷ୍ଠାନିକ କ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବ ନାହିଁ । ବ୍ୟବସାୟିକ ସ୍ଥିତି ପୂର୍ବପରି ରହିବ । ଅଫିସ୍‌ରେ ଆଲୋଚନା ପରିସରରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ ।

ଆମେ ଆପଣଙ୍କ ପାଇଁ ଏମିତି ଖବର ପ୍ରତିଦିନ ଆଣିଥାଉ।ଏହି ପୋଷ୍ଟ ଆପଣଙ୍କୁ କିପରି ଲାଗିଲା, ଦୟାକରି ତଳେ କମେଣ୍ଟ କରନ୍ତୁ। ଏହି ପୋଷ୍ଟକୁ ନିଶ୍ଚୟ ସେୟାର୍ କରନ୍ତୁ ଏବଂ ଏହିଭଳି ଖବର ଜାଣିବା ପାଇଁ ଆମ ପେଜ୍ କୁ ଲାଇକ ଏବଂ ଫଲୋ କରିଦିଅନ୍ତୁ।

Leave a Reply

Your email address will not be published. Required fields are marked *