ମହାବୀର ହନୁମାନ କଳିଯୁଗର ଜୀବନ୍ତ ଦେବତା ଅଟନ୍ତି। ହନୁମାନଙ୍କ କୃପାଦୃଷ୍ଟି ଆଜିଠାରୁ ଏହି ୩ଟି ରାଶି ଉପରେ ପଡିବାକୁ ଯାଉଛି ତେଣୁ ଚଳିତ ସପ୍ତାହରେ ଏହି ରାଶି ଗୁଡ଼ିକ ସବୁ ସୁଖର ମାଲିକ ହୋଇପାରିବେ। ଯଦି ଆପଣ ମହାବୀର ହନୁମାନ ଙ୍କ ଭକ୍ତ ତେବେ ଯେ କୌଣସି ମଙ୍ଗଳ ବାର ହନୁମାନ ଙ୍କୁ ସିନ୍ଦୁର ଏବଂ କଦଳୀ ଫଳ ଦାନ କରନ୍ତୁ, ସଙ୍କଟ ମୋଚନ ହନୁମାନ ଆପଣଙ୍କ ସମସ୍ତ ସଙ୍କଟ ହରଣ କରିନେବେ।
ମେଷ ରାଶି : ସମସ୍ୟା ସମାଧାନ ହୋଇ ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବା ସହ ସ୍ଥାନାନ୍ତର ମଧ୍ୟ ହୋଇପାରେ । ଆର୍ଥିକ ସ୍ଥିତିରେ ସୁଧାର ଆସିବ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନପ୍ରଦାନରେ ଲାଭବାନ୍ ହେବେ । କୋର୍ଟ କଚେରୀ ମାମଲାରେ ସଫଳ ହେବେ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ପ୍ରେମୀକ ପ୍ରେମିକାଙ୍କର ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ମନ କଥା ମନରେ ରଖି କାର୍ଯ୍ୟ କରିବାକୁ ବାଧ୍ୟ ହେବେ ।
ଅଭାବ ଅସୁବିଧାବଶତଃ ଧାରକାରଜ କରି ଆବଶ୍ୟକତା ଚଳାଇ ନେବେ । ବ୍ୟବସାୟ ବାଣିଜ୍ୟରେ ନାନା ପ୍ରକାର ବାଧାବିଘ୍ନର ସମ୍ମୁଖୀନ ହେବାକୁ ପଡିବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ଅପ୍ରିୟ ସତ୍ୟ କହି ପ୍ରତ୍ୟେକ କ୍ଷେତ୍ରରେ ବିବାଦୀୟ ପରିସ୍ଥିତିର ସମ୍ମୁଖୀନ କରିବାକୁ ପଡିବ । ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ନ ପଞ୍ଚିବାରୁ ବ୍ୟସ୍ତତା ବୃଦ୍ଧିପାଇବ । ସାଙ୍ଗଠନିକ କାର୍ଯ୍ୟରେ ଅଗ୍ରଗତି କରିବାର ସୂଚନା ରହିଛି । ସମାଜରେ ଜନହିତକର କାର୍ଯ୍ୟ କରି, ପ୍ରଶଂସିତ ହେବେ । ଦୀର୍ଘ ଦିନରୁ ଭାଙ୍ଗି ପଡିଥିବା ବନ୍ଧୁତ୍ଵ ସମ୍ପର୍କରେ ପୁଣିଥରେ ମଧୁରତା ଆସିପାରେ । ପୁରାତନ ରୋଗପୀଡା ହେତୁ ଅସୁସ୍ଥତା ଅନୁଭବ କରିବେ । କୌଣସି ଆତ୍ମୀୟଙ୍କ ସମ୍ପର୍କରେ ଭୁଲ୍ ଖବର ପାଇ ବିବ୍ରତ ହୋଇପାରନ୍ତି । ପାରିବାରିକ ଜୀବନରେ ଉଚିତ ବୁଝାମଣାଜନିତ ଶାନ୍ତି ଫେରି ଆସିବ।
ଧନୁ ରାଶି : ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ଆର୍ଥିକସ୍ଥିତିରେ ସୁଧାର ଆସିମାନସିକ ଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ମିତ୍ରଙ୍କ ସାହାଯ୍ୟ ଦ୍ଵାରା ଅଚାନକ ଧନ ଲାଭ ହେବାରୁ ମନ ଖୁସି ରହିବ । ବିଦ୍ୟାର୍ଥୀମାନେ ଉଚ୍ଚଶିକ୍ଷାର ସୁବିଧା ସୁଯୋଗ ପାଇବେ । କର୍ମସଂଧାନୀମାନେ ନୂତନ କର୍ମ ନିଯୁକ୍ତି ପାଇବେ । ଘରୋଇ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ । କର୍ମକ୍ଷେତ୍ରରେ ବୟୋଜେଷ୍ଟଙ୍କ ଠାରୁ ପ୍ରେରଣା ପାଇବେ ।
କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେହିପରି କୌଣସି ଅସୁବିଧା ହେବ ନାହିଁ । କିନ୍ତୁ ମନେ ରଖନ୍ତୁ, ଅନ୍ୟମାନଙ୍କ ଟେକାଟେକି କଥାରେ ପ୍ରଭାବିତ ହୋଇ କାମ କଲେ ଅସୁବିଧାରେ ପଡିପାରନ୍ତି । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ନିଜ କ୍ରୋଧକୁ ସଂପୂର୍ଣ୍ଣ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରନ୍ତୁ । କାର୍ଯ୍ୟଦକ୍ଷତା କାରଣରୁ ସାମାଜିକ ସ୍ତରରେ ସମ୍ମାନ ଲାଭ କରିିବେ । ବନ୍ଧୁ ଗହଣରେ ଅପ୍ରିୟ ସତ କଥା କହି ବିରୋଧୀ ହେବେ । ପାରଷ୍ପରିକ ଉତ୍ତମ ବୁଝାମଣା ଏବଂ ଉତ୍ସାହ ଜନିତ ପାରିବାରିକ ଜୀବନ ସୁନ୍ଦର ଓ ସୁମଧୁର ହୋଇ ଉଠିବ ।
କୁମ୍ଭ ରାଶି ; ସ୍ୱାସ୍ଥ୍ୟରେ ସୁଧାର ଆସିବ । ଶିକ୍ଷାପ୍ରତି ରୁଚି ବୃଦ୍ଧି ପାଇବା ସହ ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ବ୍ୟବସାୟରେ ଅଧିକ ପରିଶ୍ରମ କରି ଆଶାତୀତ ଲାଭ ପାଇବେ । ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ । ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ । ଦାମ୍ପତ୍ୟ ସୁଖରେ ଉନ୍ନତି ହେବ । ହସ ଖୁଶିର ପରିବେଶ ସୁନ୍ଦର ହୋଇ ପାରେ । ସପ୍ତାହ ଟି ଆପଣଙ୍କ ପାଇଁ ମିଶ୍ରଣ ଫଳ ପ୍ରଦାନ କରିବ । ରାଶିରେ ଚନ୍ଦ୍ର ଓ ମଙ୍ଗଳଙ୍କ ସଂଯୋଗ ଯୋଗୁଁ ଆଜି ସ୍ୱାସ୍ଥ୍ୟ ଓ ପାରିବାରିକ ସ୍ଥିତି ପ୍ରାୟତଃ ଭଲ ରହିବ ।
ବ୍ୟବସାୟିକ କ୍ଷେତ୍ରରେ ସ୍ଥିତି ମାଧ୍ୟମ ଧାରଣର ରହିବ । ଅଫିସରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗୀତା ମନୋଭାବ ଉପୁଯିବ । ସାମାଜିକ ସ୍ତରରେ କାମ ହାସଲ ସକାଶେ ବିବାଦୀୟ ପରିସ୍ଥିତିର ଦୃଢ ମୁକାବିଲା କରିବାକୁ ପଡ଼ିପାରେ । କୌଣସି ନୂଆ ବ୍ୟବସାୟ ଆରମ୍ଭ କରିବା ପାଇଁ ମନରେ କଳ୍ପନା ବାନ୍ଧିବେ । ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ଧର୍ମକାର୍ଯ୍ୟରେ ମନ ଦେଇପାରନ୍ତି । ପରିବହନ, ଆଲୋଚନା କ୍ଷେତ୍ରରେ ଉନ୍ନତିମାନର ଫଳ ପାଇବେ । ପାରିବାରିକ କ୍ଷେତ୍ର ଆର୍ଥିକ ସ୍ଥିତି ପ୍ରାୟତଃ ପୂର୍ବପରି ରହିବ ।
ଆମେ ଆପଣଙ୍କ ପାଇଁ ଏମିତି ଖବର ପ୍ରତିଦିନ ଆଣିଥାଉ।ଏହି ପୋଷ୍ଟ ଆପଣଙ୍କୁ କିପରି ଲାଗିଲା, ଦୟାକରି ତଳେ କମେଣ୍ଟ କରନ୍ତୁ। ଏହି ପୋଷ୍ଟକୁ ନିଶ୍ଚୟ ସେୟାର୍ କରନ୍ତୁ ଏବଂ ଏହିଭଳି ଖବର ଜାଣିବା ପାଇଁ ଆମ ପେଜ୍ କୁ ଲାଇକ ଏବଂ ଫଲୋ କରିଦିଅନ୍ତୁ।