ଦୁଃଖର ସମୟ ଶେଷ,ମହାବୀରଙ୍କ କୃପାରୁ ଆଜିଠାରୁ ଚମକିବ ଏହି ୩ଟି ରାଶିର ଭାଗ୍ୟ

hanuanji

ନମସ୍କାର ବନ୍ଧୁଗଣ,ଆପଣଙ୍କୁ ଆମ ୱେବପୋର୍ଟାଲରେ ସ୍ୱାଗତ ବନ୍ଧୁଗଣ ମହାବୀର ହନୁମାନ ଅତ୍ୟନ୍ତ ଦୟାଳୁ ନିଜ ଭକ୍ତମାନଙ୍କୁ ସଂକଟରୁ ରକ୍ଷା କରିଥାନ୍ତି ସଙ୍କଟ ମୋଚନ ହନୁମାନ। ତେବେ ଜ୍ୟୋତିଷ ଶାସ୍ତ୍ର ଅନୁସାରେ ପ୍ରତ୍ୟକ ଗ୍ରହ ନକ୍ଷତ୍ର ମାନଙ୍କ ସ୍ଥିତି ମନୁଷ୍ୟକୁ ଭାଗ୍ୟଶାଳୀ କରିଥାଏ।

ଆଜିଠାରୁ ମଙ୍ଗଳଙ୍କ ଚତୁର୍ଥ ଘରେ ପ୍ରବେଶ ଫଳରେ ୩ଟି ରାଶି ଉପରେ ଗୌଣ ପ୍ରଭାବ ରହିବ । ଏହି ରାଶି ପାଇଁ ଚଳିତ ସପ୍ତାହ ମହତ୍ୱପୂର୍ଣ୍ଣ ହେବ।ତେବେ ଆସନ୍ତୁ ଜାଣିବା ଏହି ଭାଗ୍ୟଶାଳୀ ରାଶି ମାନଙ୍କ ବିଷୟରେ।

hanumanji

ମକର ରାଶି -ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତିର ସମାଧାନ କରି ପ୍ରଶଂସା ପାଇବେ । ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ଧର୍ମକର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ । ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ, ଆୟବୃଦ୍ଧି ହେବ, ଲୋକ ସମ୍ପର୍କ ବୃଦ୍ଧି ହେବ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ ।

ତୁଳା ରାଶି – ଶୁଭ କାମ କରି ପ୍ରଶଂସିତ ହେବେ । ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇ ଯିବେ । କାର୍ଯ୍ୟକ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଓ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ ।

hanuman

ମିଥୁନ ରାଶି – ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ । ଶିକ୍ଷାର୍ଥୀମାନେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ ।

ତେବେ ବନ୍ଧୁମାନେ ଆମେ ଆଶା କରୁଛୁ ଯେ ଆପଣଙ୍କୁ ଏହି ଲେଖା ଟି ପସନ୍ଦ ଆସିଥିବ ତେବେ ଏହାକୁ ଗୋଟିଏ ସେୟାର କରି ଦିଅନ୍ତୁ କାରଣ ଜ୍ଞାନ ବାଣ୍ଟିବା ଦ୍ୱାରା ବଢ଼ିଥାଏ। ଏଭଳି ଅଧିକ ପୋଷ୍ଟ ପାଇଁ ଆମ ପେଜ୍ କୁ ଲାଇକ ଏବଂ ଫଲୋ କରିଦିଅନ୍ତୁ।ଧନ୍ୟବାଦ।

Leave a Reply

Your email address will not be published. Required fields are marked *