Rashifal – ମିଠା ବାଣ୍ଟିବାକୁ ହୋଇଯାଅନ୍ତୁ ରେଡ଼ି,କାରଣ ଆଜିଠାରୁ ବଦଳିବ ଏହି ୫ଟି ରାଶିର ଭାଗ୍ୟ

5t

ନମସ୍କାର ବନ୍ଧୁଗଣ ଆପଣଙ୍କୁ ଆମର ଏହି ୱେବପୋର୍ଟାଲରେ ସ୍ୱାଗତ। ବନ୍ଧୁଗଣ, ଜ୍ୟୋତିଷଶାସ୍ତ୍ର ଅନୁସାରେ ଗ୍ରହ ନକ୍ଷତ୍ର ମାନଙ୍କ ଚଳନ ପ୍ରତ୍ୟକ ଦିନ ବଦଳିଥାଏ। ଗ୍ରହ ନକ୍ଷତ୍ର ମାନଙ୍କ ସଂଯୋଗରୁ ଅନେକ ବ୍ୟକ୍ତିଙ୍କ ଭାଗ୍ୟ ବଦଳିଯାଏ।ତେବେ ଆଜିଠାରୁ ଶୁକ୍ର ଏବଂ ଶନିଙ୍କ ପ୍ରଭାବରୁ ୫ଟି ରାଶି ଉନ୍ନତିର ଶିଖରରେ ପହଞ୍ଚିବେ।ତେବେ ଆସନ୍ତୁ ଜାଣିବା ଏହି ଭାଗ୍ୟଶାଳୀ ରାଶି ମାନଙ୍କ ବିଷୟରେ।

ମେଷ -ଦେବଗୁରୁଙ୍କ ଶୁଭଦୃଷ୍ଟିରୁ ଆଜିର ଆଲୋଚନା ଫଳପ୍ରଦ ହେବା ସହ କୌଣସି ସିଦ୍ଧାନ୍ତ ନେବାରେ ସମର୍ଥ ହେବେ । ଆପଣଙ୍କ କାର୍ଯ୍ୟକ୍ଷେତ୍ରରେ କିଛି ନୂଆ ପରିବର୍ତ୍ତନ ଆସିପାରେ । କୌଣସି କାମରେ ଯଥେଷ୍ଟ ବ୍ୟସ୍ତ ରହିପାରନ୍ତି । କାରବାରରେ ଆପଣଙ୍କୁ ଲାଭ ହେବ । ସାମାଜିକସ୍ତରରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ । ଆଇନ କାନୁନ ବିବାଦ ସମାଧାନ କରିବାରେ ସଫଳତା ମିଳିବ ।

rashi

ମିଥୁନ -ପରିବାର ସଦସ୍ୟମାନଙ୍କ ସହିତ ଉତ୍ତମ ବୁଝାମଣା ରହିବ । ସନ୍ତାନଙ୍କ ପକ୍ଷରୁ ଭଲ ଖବର ପାଇବେ । ମହିଳାମାନେ ମଧ୍ୟ ବୟୋଜ୍ୟେଷ୍ଟଙ୍କ ଠାରୁ ପ୍ରସଂଶିତ ।ସମୟ ଓ ସ୍ଥିତି ଆପଣଙ୍କ ଅନୁସାରେ ବଦଳି ଯିବ । କେନ୍ଦ୍ରସ୍ଥ ଚନ୍ଦ୍ର ଯୋଗୁ ଆକସ୍ମିକ ଭାବରେ ସୁଯୋଗ ଆପଣା ଛାଏଁ ଆସିବ । ପ୍ରତ୍ୟେକ କ୍ଷେତ୍ରରେ ଯାହା କରିବେ ଭଲ ରୂପେ ଭାବଚିନ୍ତି କାମ କରିବା ଭଲ ହେବ ।

ସିଂହ- ବ୍ୟବସାୟ ବୃଦ୍ଧି ଲାଗି ବନ୍ଧୁ ସହଯୋଗ କରିବେ । ଆର୍ଥିକ ପକ୍ଷ ପୂର୍ବ ଅପେକ୍ଷା ମଜବୁତ ହେବ । ବ୍ୟବସାୟ ବାଣିଜ୍ୟରେ ନୂଆ ଅର୍ଡର ବା ଏଗ୍ରୀମେଣ୍ଟ କରିପାରିବେ । ଆପଣଙ୍କୁ କୌଣସି ମହତ୍ତ୍ବପୂର୍ଣ୍ଣ ସମାଚାର ମିଳିବ । ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଆନୁଷ୍ଠାନିକ କାମ, ଜମିଜମା, ଗାଡ଼ି ମୋଟର, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ମାନସିକତା ଅକ୍ଷୁର୍ଣ୍ଣ ରହିବ।

କନ୍ୟା- ବ୍ୟବସାୟୀଙ୍କ ପାଇଁ ଅନୁକୂଳ ରହିବ । ତଥାପି ଆର୍ଥିକ ସ୍ୱଚ୍ଛଳତା ଦୃଷ୍ଟିକୋଣରୁ ପରିସ୍ଥିତି ଶୋଚନୀୟ ରହିପାରେ । ଉପରିସ୍ଥଙ୍କ ଭୁଲ୍‌ ବୁଝାମଣାରୁ କର୍ମ କ୍ଷେତ୍ରରେ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡିପାରେ । ପୈତୃକ ସମ୍ପତ୍ତି ସମ୍ବନ୍ଧୀୟ ମାମଲା ସମସ୍ୟା ଦୂର ହେବ । ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ମାନସିକ ସ୍ଥିତିକୁ ମଜଭୁତ୍ କରିବ । ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ ।

rashi

ମକର -ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ମାନସିକ ସ୍ଥିତିକୁ ମଜଭୁତ୍ କରିବ । ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ । କୌଣସି ନିର୍ମାଣ କାର୍ଯ୍ୟ ଲାଗି ଯୋଜନା କରିବେ । ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ପ୍ରେମ ପ୍ରସଙ୍ଗ ଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ମିଳିବ । ଆପଣ କୌଣସି ପାରିବାରିକ ସମାରୋହକୁ ଯାଇପାରନ୍ତି ।

ତେବେ ବନ୍ଧୁଗଣ ଆଶା କରୁଛୁ ଯେ ଆପଣଙ୍କୁ ଏହି ଲେଖା ଟି ପସନ୍ଦ ଆସିଥିବ ତେବେ ଏହାକୁ ଗୋଟିଏ ସେୟାର ନିଶ୍ଚୟ କରନ୍ତୁ।ଅଧିକ ପୋଷ୍ଟ ପାଇଁ ତଳେ ଆମ ପେଜ୍ କୁ ଲାଇକ କରନ୍ତୁ।ଧନ୍ୟବାଦ।

Leave a Reply

Your email address will not be published. Required fields are marked *