ନମସ୍କାର ବନ୍ଧୁଗଣ ଆପଣଙ୍କୁ ଆମ ୱେବପୋର୍ଟାଲରେ ସ୍ୱାଗତ। ବନ୍ଧୁଗଣ, ଗୁରୁ ବୃହସ୍ପତି ୫ଟି ରାଶି ଉପରେ କୃପା ବର୍ଷା କରିବାକୁ ଯାଉଛନ୍ତି। କର୍ମକ୍ଷେତ୍ରରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି । ବୈଦଶିକ ବେପାର ସମ୍ବନ୍ଧିତ ଭଲ ଖବର ପାଇବେ । ଦୀର୍ଘଦିନରୁ ଅଟକି ରହିଥିବା ଅମୀମାଂସୀତ ସମସ୍ୟାଟି ଆକସ୍ମିକ ଭାବରେ ଆଜି ସମାଧାନ ହୋଇଯିବ । ବ୍ୟବସାୟରେ ଆର୍ଥିକ ସ୍ଥିତି ମାନ୍ଦା ରହିବ ନାହିଁ । ଚାକିରି ଜୀବିମାନେ ଅନ୍ୟ ମାନଙ୍କ ମତକୁ ସମ୍ମାନ ଦେଇ ନିଜେ ମଧ୍ୟ ପ୍ରଶଂସିତ ହେବେ । ଅଫିସ୍ରେ ଆଲୋଚନାକ୍ରମେ କାମରେ ଲାଗିପଡ଼ନ୍ତୁ, ଅଳ୍ପ ସମୟ ପରେ ସବୁ କିଛି ଠିକ୍ ହୋଇଯିବ । ଆଜି ଦିନଟିରେ ମନ ଅନୁଯାୟୀ କାମ ଗୁଡିକ ସମ୍ପନ୍ନ ହେବ । ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ । ପରିବାରରେ ମତ ପାର୍ଥକ୍ୟ କାରଣରୁ ଅଶାନ୍ତି ଉପୁଜିବ । ପୁରାତନ ରୋଗ ପୀଡ଼ାରୁ ଉପସମ ପାଇବେ ।
ଆଜି ବନ୍ଧୁମାନେ ଆପଣଙ୍କ କଥା ଓ ଉଦ୍ଦେଶ୍ୟକୁ ଠିକ୍ ଭାବେ ବୁଝିପାରିବେ ନାହିଁ । ପ୍ରତ୍ୟୁଷ ଯାତ୍ରା ସମୟରେ ଅନ୍ୟ କାହାର କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ । ଅର୍ଥ ସମ୍ପର୍କୀୟ ସମସ୍ୟାକୁ ସୁଧାରି ନେବାର ପ୍ରଯତ୍ନ କରିବା ଦିଗରେ ସଫଳତା ପାଇପାରିବେ । ବ୍ୟବସାୟକରେ ଆର୍ଥିକ ସ୍ଥିତି ମଧ୍ୟମ ଧରଣର ରହିବ । ଚାକିରି କରୁଥିବା କର୍ମଜୀବିମାନେ ମଧ୍ୟ ଅଫିସରେ ସହକର୍ମୀଙ୍କ ସହଯୋଗ ପାଇବେ ଏବଂ ଆପଣଙ୍କ କାମରେ ଉଚ୍ଚଧିକାରୀ ମଧ୍ୟ ପ୍ରସନ୍ନ ରହିବେ । ରାଜନୀତି, ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ । ବନ୍ଧୁଙ୍କୁ ଅନେକ କଥା କହିବାକୁ ଇଚ୍ଛା ଥିଲେ ମଧ୍ୟ କିଛି କହିପାରିବେ ନାହିଁ । ସାମାଜିକ କ୍ଷେତ୍ରରେ ଉନ୍ନୟନ ମୂଳକ କାର୍ଯ୍ୟରେ ଯୋଗଦେଇ ପ୍ରଶଂସିତ ହେବେ । ପାରିବାରିକ ଖର୍ଚ୍ଚର ପରିମାଣ ବୃଦ୍ଧି ଯୋଗୁଁ ମନ ବିଚଳିତ ରହିବ । ଅଧିକାଂଶ ସମୟ ଗୁରୁଜନଙ୍କ ସ୍ୱାସ୍ଥ୍ୟ ସକାଶେ ଚିନ୍ତିତ ରହିବେ । ବିଦ୍ୟାର୍ଥୀ ମାନଙ୍କୁ ପରୀକ୍ଷାରେ ସଫଳତା ମିଳିବ ବ୍ୟବସାୟ କ୍ଷେତ୍ରରେ କୌଣସି ବଡ ଲାଭ ହେବାର ଯୋଗ ବନୁଅଛି।
ସମୟ ସହିତ ତାଳ ଦେଇ ନଚାଲିଲେ ଚିନ୍ତାରେ ରହିବେ। ଆପଣଙ୍କୁ କୌଣସି କ୍ଷେତ୍ରରେ ସନମାନ ମିଳିପାରେ। ଆପଣକାର୍ଯ୍ୟବ୍ୟସ୍ତତା କାରଣରୁ ଆପଣଙ୍କ ବ୍ୟବହାରରେ ବନ୍ଧୁଙ୍କ ମନଦୁଃଖର କାରଣ ହୋଇପାରେ । କିନ୍ତୁ, କର୍ମକ୍ଷେତ୍ରରେ ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ । ସହକର୍ମୀଙ୍କ ସହାୟତାରେ ଅର୍ଥ ସମ୍ପର୍କୀୟ କୌଣସି ଦୁଃଶ୍ଚିନ୍ତା ସାୟାହ୍ନେ ଦୂର ହେବ । ରାଜନୀତି କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହରେ ହେବ । ମନ ବୁଝିଲା ଭଳି କଥା କହି କର୍ମଚାରୀଟିର ଭୁଲ୍ ବୁଝାମଣାକୁ ସୁଧାରିବାରେ ସମର୍ଥ ହେବେ ।
ସେପାଞ୍ଚଟି ରାଶି ଗୁଡିକ ହେଲା କନ୍ୟା, ମେଷ, ମିଥୁନ, ତୁଳା ଓ କୁମ୍ଭ ରାଶି. ଯଦି ଆପଣଙ୍କ ରାଶି ଏହା ମଧ୍ୟରେ ଅଛି ତାହାଲେ କମେଣ୍ଟ କରି ନିହାତି ଜଣାନ୍ତୁ।
ଆଶା କରୁଛୁ ଆପଣଙ୍କୁ ଏହି ଖବର ପସନ୍ଦ ଆସିଥିବ, ଏଭଳି ଅଧିକ ଖବର ପାଇଁ ଆମକୁ ଲାଇକ ଏବଂ ଫଲୋ କରନ୍ତୁ। ଏବଂ ଏହି ଖବର କୁ ଅଧିକରୁ ଅଧିକ ଲୋକଙ୍କ ନିକଟରେ ପହଞ୍ଚିବା ପାଇଁ ସେୟାର୍ କରନ୍ତୁ।