ଆଜି ବହୁତ ଶସ୍ତା ହୋଇଗଲା ସୁନା – ଏବେ ଓଡିଶାରେ ରେଟ ଅଛି ମାତ୍ର ଏତିକି

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ବହୁତ ବହୁତ ସ୍ୱାଗତ କରୁଛୁ । ବନ୍ଧୁଗଣ ଆଜିବି ସୁନା ଏବଂ ରୂପା ଦର ରେ ହ୍ରାସ ଦେଖିବା ପାଇଁ ମିଳିଛି କିଛି ପରିମାଣରେ ପୁଣି ଥରେ ହ୍ରାସ ଦେଖିବା ପାଇଁ ମିଳିଛି 22 କେରେଟ ଏବଂ 24 କେରେଟ୍ ସୁନା ର ଦର ରେ ତେବେ ଆସନ୍ତୁ ଜାଣି ନେବା ଆମ ରାଜଧାନୀ ଭୁବନେଶ୍ୱର ରେ କେତେ ପରିମାଣରେ ଦର ରହିଛି ଆସନ୍ତୁ ଜାଣି ନେବା ।ହେଲେ ତାହା ପୂର୍ବ ରୁ ଆପଣ ମାନେ ପୋଷ୍ଟ କୁ ଶେଷ ଯାଏ ପଢନ୍ତୁ ,

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୨୦ ଟଙ୍କା କମି ୪୭,୭୬୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧୨୦ ଟଙ୍କା କମି ୪୮,୭୬୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫ ୭୪୦ ଟଙ୍କା ଓ ୪୯ ୮୯୦ ଟଙ୍କା ହୋଇଛି।

gg

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୭୬୦ ଟଙ୍କା ଓ ୪୮,୭୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୨୫୦ ଟଙ୍କା ଓ ୫୨,୬୪୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୩୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୫୫୦ ଟଙ୍କା ଥିବା ରେକର୍ଡ ହୋଇଛି ।

ଭାରତୀୟ ବୁଲିୟନ ଏବଂ ଜୁୟଲେରୀ ସଙ୍ଘ ପକ୍ଷ ରୁ ପ୍ରକାଶିତ ସୂଚନା ଅନୁସାରେ ଆଜିର ସକାଳ ସୁଧା 24 କେରେଟ ସୁନା ର 10 ଗ୍ରାମ୍ ପିଛା 10ଟଙ୍କା କମ୍ ହୋଇ ଜାଇଛି ଜାହା କି ନୂଆ ଦର ରେ 24 କେରେଟ ସୁନା ର ଦର ଉପରେ 43750 ଟଙ୍କା ରହି ଥିବା ଦେଖିବା ପାଇଁ ମିଳିଛି

ଏହି ଭଳି ପୋଷ୍ଟ ସବୁବେଳେ ପଢିବା ପାଇଁ ଏବେ ହିଁ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ , ଏବଂ ଏହି ପୋଷ୍ଟକୁ ସେୟାର କରି ସମସ୍ତଙ୍କ ପାଖେ ପହଞ୍ଚାଇବା ରେ ସାହାଯ୍ୟ କରନ୍ତୁ ।

Leave a Reply

Your email address will not be published. Required fields are marked *