ଭଗବାନ ଶିବଙ୍କ କୃପାରୁ ଆଜିଠାରୁ ମହାଧନୀ ହେବେ ଏହି ୫ଟି ରାଶି I

shivaj

ନମସ୍କାର ବନ୍ଧୁଗଣ, ଆପଣଙ୍କୁ ଆମ ୱେବପୋର୍ଟାଲରେ ସ୍ୱାଗତ । ବନ୍ଧୁଗଣ, ଜ୍ୟୋତିଷଶାସ୍ତ୍ର ଅନୁସାରେ ଗ୍ରହ-ନକ୍ଷେତ୍ରଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି। ଏହାର ପ୍ରଭାବ ପ୍ରତ୍ୟକ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହା ଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ।ତେବେ ଆଜିଠାରୁ ଭଗବାନ ଶିବଙ୍କ କୃପା ଏହି ୫ଟି ରାଶି ଉପରେ ରହିବାକୁ ଯାଉଛି। ତେବେ ଆସନ୍ତୁ ଜାଣିବା ଏହି ଭାଗ୍ୟଶାଳୀ ରାଶି ଗୁଡିକ ବିଷୟରେ।

ମୀନ ରାଶି – କର୍ମରେ ଉନ୍ନତି ଓ ନୂତନ କର୍ମାରମ୍ଭ କରିପାରନ୍ତି । ଆଜି ଯେକୌଣସି କର୍ମ ହାତକୁ ନେଲେ ସେଥିରେ ଆଶାଠାରୁ ଅଧିକ ସଫଳତା ପାଇବେ । ନିଜର କାର୍ଯ୍ୟଦକ୍ଷତା ବଳରେ ଅସାଧ୍ୟ କାର୍ଯ୍ୟକୁ ମଧ୍ୟ ସହଜରେ ସମ୍ପାଦନ କରିନେବେ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଏବଂ ମନରେ ପ୍ରସନ୍ନତା ଓ ଉତ୍ସାହ, ଉଦ୍ଦୀପନା ଭାବ ଜାଗ୍ରତ ହେବ ।

rashi

ତୁଳା ରାଶି – ଆର୍ଥିକ ଅଭିବୃଦ୍ଧି ସଙ୍ଗକୁ ଧର୍ମୀୟ ଭାବନା, ବନ୍ଧୁ ମିଳନ ଓ ପ୍ରତ୍ୟୁଷ ଯାତ୍ରା ଶାନ୍ତି ପ୍ରଦାୟକ ହେବ । ପାରିବାରିକ, ପରିବହନ, ସାଧାରଣ ଆଲୋଚନା କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ ନିଷ୍ପତ୍ତି ନେବାରେ ବିଳମ୍ବିତ କରାଇବ । ଅନ୍ତରଙ୍ଗ ବନ୍ଧୁଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ । ଅସାବଧାନତା କାରଣରୁ ହାତ କିମ୍ବା ଗୋଡରେ ଆଘାତ ଲାଗିପାରେ ।

ମିଥୁନ ରାଶି – କର୍ମକ୍ଷେତ୍ରର ସମସ୍ୟା ସମାଧାନ ହେବା ସଙ୍ଗକୁ ଟେନସନ୍‌ କମିଯିବ । ପ୍ରତ୍ୟେକ କ୍ଷେତ୍ରରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ । ଯେଉଁ କାମଟିକୁ ଆରମ୍ଭ କରିବାକୁ ଯାଉଛନ୍ତି ତାହା ବିନା ବାଧାବିଘ୍ନରେ ସଂପୂର୍ଣ୍ଣ କରିପାରିବେ । ଅଫିସରେ ଆପଣଙ୍କ କାର୍ଯ୍ୟ କରିବା ଶୈଳୀ ଦେଖି ଉଚ୍ଚାଧିକାରୀ ମଧ୍ୟ ଖୁସି ହେବେ ।

ବୃଷ ରାଶି – ଆଜି ସାମାଜିକ ଓ ରାଜନୈତିକ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ । ପରିବାରରେ ବିଶେଷ କିଛି ସମସ୍ୟା ନଥିଲେ ମଧ୍ୟ ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁଁ ମନରେ ସରସତା ରହିବ ନାହିଁ । ସ୍ଵାସ୍ଥ୍ୟ ସମସ୍ୟା ଦେଖାଦେବାର ସମ୍ଭାବନା ରହିଛି । ଭୁଲ୍‌ ବୁଝାମଣା କାରଣରୁ ଦାମ୍ପତ୍ୟ ଜୀବନରେ ଝଡ଼ ସୃଷ୍ଟି ହୋଇପାରେ ।

rasi

ମେଷ ରାଶି -ବିବାଦୀୟ ଘଟଣାରେ ବିଜୟୀ ହେଲେ ମଧ୍ୟ ସଂଘର୍ଷପୂର୍ଣ୍ଣ ସ୍ଥିତି ବଳବତ୍ତର ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ସ୍ୱଜନ, ପ୍ରିୟଜନ, ବନ୍ଧୁ ଓ ପଡ଼ୋଶୀଙ୍କର ସହାୟତା ଏବଂ ତାଙ୍କ ସହ ସମ୍ପର୍କ ନିବିଡ଼ ହେବ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁମିଳନରୁ ଉତ୍ସାହିତ ହେବେ ଓ ସହକର୍ମୀଙ୍କ ସହ ସମ୍ପର୍କକୁ ଦୃଢ କୌଶଳ କିଛି ମାତ୍ରାରେ ଫଳପ୍ରଦ ରହିବ ।

ସାମାଜରେ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ଆଲୋଚନା ପରିସରରେ ବିପକ୍ଷ ବ୍ୟକ୍ତିମାନଙ୍କ ଅକାଟ୍ୟ ଯୁକ୍ତିିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ ।ତେବେ ବନ୍ଧୁମାନେ ଆମେ ଆଶା କରୁଛୁ ଯେ ଆପଣଙ୍କୁ ଏହି ଲେଖା ଟି ପସନ୍ଦ ଆସିଥିବ ତେବେ ଏହାକୁ ଗୋଟିଏ ସେୟାର କରି ଦିଅନ୍ତୁ କାରଣ ଜ୍ଞାନ ବାଣ୍ଟିବା ଦ୍ୱାରା ବଢ଼ିଥାଏ। ଏଭଳି ଅଧିକ ପୋଷ୍ଟ ପାଇଁ ଆମ ପେଜ୍ କୁ ଲାଇକ ଏବଂ ଫଲୋ କରିଦିଅନ୍ତୁ।ଧନ୍ୟବାଦ।

Leave a Reply

Your email address will not be published. Required fields are marked *