ନମସ୍କାର ବନ୍ଧୁଗଣ ଆପଣଙ୍କୁ ଆମର ଏହି ୱେବପୋର୍ଟାଲରେ ସ୍ୱାଗତ। ବନ୍ଧୁଗଣ,ଶନିଙ୍କ କୃପାରୁ ଆଜିଠାରୁ ୬ଟି ରାଶି ପାଇଁ ଶୁଭ ସମୟ ଆରମ୍ଭ ହେବାକୁ ଯାଉଛି।ଶନିଙ୍କ ଶୁଭ ପ୍ରଭାବରୁ ଏହି ରାଶିର ବ୍ୟକ୍ତି ବିଶେଷ ମାନେ ଖୁବ ଉନ୍ନତି କରିବାକୁ ଯାଉଛନ୍ତି । ତେବେ ଆସନ୍ତୁ ଜାଣିବା ଏହି ଭାଗ୍ୟଶାଳୀ ରାଶି ମାନଙ୍କ ବିଷୟରେ ସମ୍ପୂର୍ଣ୍ଣ ସୂଚନା।
ମେଷ ରାଶି -ଆପଣଙ୍କ ଜୀବନକୁ ଆହୁରି ବଢ଼ିଆ କରି ଗଢ଼ିବା ପାଇଁ ଚେଷ୍ଟା କରିବେ । ମନରେରେ ଆତ୍ମବିଶ୍ଵାସ ଅତୁଟ ରହିବ । ଆପଣଙ୍କ ସକାରାତ୍ମକ ମନ୍ତବ୍ୟ ଅନ୍ୟମାନଙ୍କୁ ପ୍ରଭାବିତ କରିବ । ଚାକିରିଆଙ୍କ ଲାଗି ଦିନଟି ଲାଭକାରୀ ରହିବ । କର୍ମକ୍ଷେତ୍ରରେ ସହକର୍ମୀଙ୍କଠାରୁ ଭୁଲ୍ ଖବର ପାଇ ସାମୟିକ ଭାବେ ବିବ୍ରତ ହୋଇପାରନ୍ତି । ସଭାସମିତିରେ ଅନ୍ୟ ମାନଙ୍କ ମତକୁ ସମ୍ମାନ ଦେଇ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି ।କିନ୍ତୁ ଚନ୍ଦ୍ରଙ୍କ ଶୁଭଦୃଷ୍ଟି ପ୍ରଭାବରେ କୌଣସି ବନ୍ଧୁ, ସହକର୍ମୀ ସହଯୋଗର ହାତ ବଢାଇବା ଫଳରେ କୌଣସି କାମ ଅଟକିବ ନାହିଁ । ପୂରା ହେବାକୁ ଯାଉଥିବା କୌଣସି କାମରେ ବାଧା ଉତ୍ପନ୍ନ ହେବ ।
ବୃଷ ରାଶି -ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭ ହେବ କିନ୍ତୁ ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଳି ରହିବ । ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଦାମ୍ପତ୍ୟ ଜୀବନ ପ୍ରେମପୂର୍ବକ ବିତିବ କିନ୍ତୁ ଭୁଲ୍ ବୁଝାମଣାରୁ ପାରିବାରିକ କଳହକୁ କେନ୍ଦ୍ର କରି ଭାବପ୍ରବଣ ହୋଇପାରନ୍ତି । ଆପଣଙ୍କ ମନ ଆଧ୍ୟାତ୍ମିକ ଦିଗରେ ଲାଗି ରହିବ । କର୍ମକ୍ଷେତ୍ରରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ । ଅଫିସ କାମର ବୋଝ ଟିକେ ଅଧିକ ହୋଇପାରେ।
ସିଂହ ରାଶି -ପରିବାରର କେତେକ ସମସ୍ୟା ସମାଧାନ ନେଇ ମାନସିକ ଶାନ୍ତି ଅନୁଭବ କରିବେ । ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା, କଳା, ସାହିତ୍ୟ ଓ ସଭା ସମିତିରେ ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ପ୍ରତ୍ୟେକ କାମ ପାଇଁ ଅନୁକୂଳ ରହିବ ଏବଂ ଆଶା ଅନୁଯାୟୀ ଦ୍ରବ୍ୟ ମଧ୍ୟ ପାଇଯିବେ । ଆଜିର ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଜିନିଷ ପାଇ ମନ ଖୁସୀ ହୋଇଯିବ । ଶିଳ୍ପ, ବାଣିଜ୍ୟ ,ରାଜନୀତି, କଳା,କ୍ରୀଡ଼ା, ଚଳଚ୍ଚିତ୍ର , ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ ।
ତୁଳା ରାଶି -ଆନୁଷ୍ଠାନିକ କ୍ଷେତ୍ର, ସଭା ସମିତି, କଚେରି ମାମଲାରେ ତଥା ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । କିଛି କାମରେ ଅନୁଭବୀ ବ୍ୟକ୍ତିଙ୍କ ସାହାଯ୍ୟ ମିଳିବ । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦ ବିବାଦ ଦେଖା ଦେଇପାରେ । ଘର ସାଜସଜ୍ଜା, ମୂଲ୍ୟବାନ ଜିନିଷ କିଣିବା, ନୂତନ ଗୃହ ନିର୍ମାଣ, ଯାନବାହନ ମରାମତି, ପଦସ୍ଥ ବ୍ୟକ୍ତିଙ୍କ ସହ ଆଲୋଚନା ପ୍ରଭୃତିରେ ସମୟ କଟାଇ ପାରନ୍ତି ।
କୁମ୍ଭ ରାଶି -ପ୍ରଭୁଙ୍କ ସ୍ମରଣରେ ଆତ୍ମସନ୍ତୋଷ ମିଳିବ । ପାପଗ୍ରହ ପ୍ରଭାବରୁ ଆପଣଙ୍କ ଭଲ କାମର ପ୍ରଶଂସା ବଦଳରେ ନିନ୍ଦୁକ ଗୋଷ୍ଠୀ ଓ ଈର୍ଷାପରାୟଣ ବ୍ୟକ୍ତିମାନେ ନିନ୍ଦା ଓ ଅପମାନିତ କରିପାରନ୍ତି । ଅଯଥା ତର୍କବିତର୍କ କରନ୍ତୁ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ। ଜମି ଦଲାଲଙ୍କୁ ପୁରୁଣା ଜମିରୁ ଧନଲାଭ ହେବ । ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ । ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାନ୍ନିଧ୍ୟ ପ୍ରାପ୍ତ ହେବ । ଦାଂପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ ।
ମୀନ ରାଶି -ଆପଣ ନିଜର କାମକୁ ଠିକ୍ ଭାବେ ନିର୍ବାହ କରିବେ । ବାପାଙ୍କର ସ୍ନେହ ଓ ଆଶୀର୍ବାଦ ପାଇବା ହେତୁ ମନକୁ ଶାନ୍ତି ମିଳିବ । ସମାଜରେ ଆପଣଙ୍କର ମାନସମ୍ମାନ ବଢ଼ିବ । ବ୍ୟବସାୟୀକ ଯାତ୍ରା କରିବା ଦ୍ଵାରା ଧନ ଲାଭ ହେବାର ସମ୍ଭାବନା ଅଛି । କର୍ମକ୍ଷେତ୍ରରେ ପ୍ରକୃତ ଘଟଣା ନ ବୁଝି ଉପରିସ୍ଥ କର୍ମଚାରୀ ଅଯଥା କ୍ରୋଧ ପ୍ରକାଶ କରିପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ କେବଳ କୌଶଳପୂର୍ଣ୍ଣ କଥା କହିବା ଦ୍ୱାରା କାମ ହାସଲ କରି ପାରିବେ ।
ତେବେ ବନ୍ଧୁଗଣ ଆଶା କରୁଛୁ ଯେ ଆପଣଙ୍କୁ ଏହି ଲେଖା ଟି ପସନ୍ଦ ଆସିଥିବ ତେବେ ଏହାକୁ ଗୋଟିଏ ସେୟାର ନିଶ୍ଚୟ କରନ୍ତୁ।ଅଧିକ ପୋଷ୍ଟ ପାଇଁ ତଳେ ଆମ ପେଜ୍ କୁ ଲାଇକ କରନ୍ତୁ।ଧନ୍ୟବାଦ।